ପ୍ରେରିତ 9:29 - ଓଡିଆ ବାଇବେଲ29 ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ । See the chapterପବିତ୍ର ବାଇବଲ (Re-edited) - (BSI)29 ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି ସେ ଗ୍ରୀକ୍ ଭାଷାବାଦୀ ଯିହୁଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାଙ୍କୁ ବଧ କରିବା ସକାଶେ ଚେଷ୍ଟା କରିବାକୁ ଲାଗିଲେ। See the chapterପବିତ୍ର ବାଇବଲ (CL) NT (BSI)29 ଏସବୁ ବିଷୟରେ ସେ ଗ୍ରୀକ୍ ଭାଷାବାଦୀ ଇହୁଦୀମାନଙ୍କ ସହିତ ମଧ୍ୟ ତର୍କ ବିତର୍କ କଲେ, କିନ୍ତୁ ସେମାନେ ତାଙ୍କୁ ହତ୍ୟା କରିବାକୁ ଚେଷ୍ଟା କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍ ଭାଷାବାଦୀ ଯିହୁଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ। See the chapterପବିତ୍ର ବାଇବଲ29 ସେ ଗ୍ରୀକ୍ ଭାଷାଭାଷୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା କରୁଥିଲେ, ଏବଂ ବାଦାନୁବାଦ ମଧ୍ୟ କରୁଥିଲେ। କିନ୍ତୁ ସେମାନେ ତାହାଙ୍କୁ ମାରିବା ପାଇଁ ଚେଷ୍ଟା କଲେ। See the chapter |