ପ୍ରେରିତ 9:32 - ଓଡିଆ ବାଇବେଲ32 ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦନିବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ । See the chapterପବିତ୍ର ବାଇବଲ (Re-edited) - (BSI)32 ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦନିବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ। See the chapterପବିତ୍ର ବାଇବଲ (CL) NT (BSI)32 ପିତର ବିଭିନ୍ନ ସ୍ଥାନରେ ଭ୍ରମଣ କରୁ କରୁ ଥରେ ଲୁଦାରେ ବାସ କରୁଥିବା ପ୍ରଭୁଙ୍କ ଲୋକମାନଙ୍କୁ ସାକ୍ଷାତ କରିବାକୁ ଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦ ନଗରବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ। See the chapterପବିତ୍ର ବାଇବଲ32 ଇତି ମଧ୍ୟରେ ପିତର ବିଭିନ୍ନ ଅଞ୍ଚଳ ବୁଲିବୁଲି ଶେଷରେ ଲୂଦ ନଗରରେ ରହୁଥିବା ସାଧୁମାନଙ୍କ ପାଖରେ ଆସି ପହଞ୍ଚିଲେ। See the chapter |