ପ୍ରେରିତ 9:8 - ଓଡିଆ ବାଇବେଲ8 ପୁଣି,ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ । ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେସକକୁ ଘେନିଗଲେ । See the chapterପବିତ୍ର ବାଇବଲ (Re-edited) - (BSI)8 ପୁଣି, ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ। ଏଣୁ ସେମାନେ ତାଙ୍କ ହାତ ଧରି ତାଙ୍କୁ ଦାମାସ୍କସ୍କୁ ଘେନିଗଲେ। See the chapterପବିତ୍ର ବାଇବଲ (CL) NT (BSI)8 ଶାଉଲ ଉଠି ଆଖି ଖୋଲିଲେ, କିନ୍ତୁ ତାଙ୍କୁ କିଛି ଦେଖାଗଲା ନାହିଁ। ତେଣୁ ସେମାନେ ତାଙ୍କ ହାତ ଧରି ଦାମାସ୍କସ୍ ପର୍ଯ୍ୟନ୍ତ ବାଟ କଢ଼ାଇ ନେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ। ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେଶକ ସହରକୁ ଘେନିଗଲେ। See the chapterପବିତ୍ର ବାଇବଲ8 ଶାଉଲ ଭୂମି ଉପରୁ ଉଠିଲେ, କିନ୍ତୁ କିଛି ଦେଖି ପାରିଲେ ନାହିଁ। ତେଣୁ ଲୋକମାନେ ତାହାଙ୍କର ହାତ ଧରି ଦମ୍ମେସକକୁ ନେଇଗଲେ। See the chapter |