କଲସୀୟ 3:4 - ଓଡିଆ ବାଇବେଲ4 ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ । See the chapterପବିତ୍ର ବାଇବଲ (Re-edited) - (BSI)4 ଆମ୍ଭମାନଙ୍କର ଜୀବନ ସ୍ଵରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ। See the chapterପବିତ୍ର ବାଇବଲ (CL) NT (BSI)4 ଖ୍ରୀଷ୍ଟ ହିଁ ତୁମର ଜୀବନ ଏବଂ ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ଗୌରବର ଅଂଶୀ ହୋଇ ପ୍ରକାଶିତ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ। See the chapterପବିତ୍ର ବାଇବଲ4 ଖ୍ରୀଷ୍ଟ ହେଉଛନ୍ତି ତୁମ୍ଭମାନଙ୍କର ଜୀବନ। ତେଣୁ ଯେତେବେଳେ ସେ ଆଉ ଥରେ ଆସିବେ, ତାହାଙ୍କ ମହିମାରେ ତୁମ୍ଭେମାନେ ଅଂଶ ପାଇବ। See the chapter |