କଲସୀୟ 4:8 - ଓଡିଆ ବାଇବେଲ8 ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ । See the chapterପବିତ୍ର ବାଇବଲ (Re-edited) - (BSI)8 ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାଙ୍କ ଦ୍ଵାରା ଉତ୍ସାହ ପ୍ରାପ୍ତ ହୁଏ। See the chapterପବିତ୍ର ବାଇବଲ (CL) NT (BSI)8 ଆମେ କିପରି ଅଛୁ, ସବୁ ବିଷୟ କହି ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଉଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ। See the chapterପବିତ୍ର ବାଇବଲ8 ସେଥିପାଇଁ ମୁଁ ତାହାଙ୍କୁ ପଠାଉଛି। ମୁଁ ଇଚ୍ଛା କରେ ଯେ, ଆମ୍ଭେମାନେ କିପରି ଅଛୁ, ତାହା ତୁମ୍ଭେମାନେ ଜାଣ। See the chapter |