ଦାନିୟେଲ 4:26 - ଓଡିଆ ବାଇବେଲ26 ଆହୁରି, ବୃକ୍ଷର ମୂଳ-ଗଣ୍ଡି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ୱର୍ଗ ହିଁ କର୍ତ୍ତୃତ୍ୱ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ। See the chapterପବିତ୍ର ବାଇବଲ (Re-edited) - (BSI)26 ଆହୁରି, ବୃକ୍ଷର ମୂଳ-ଗଣ୍ତି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ଵର୍ଗ ହିଁ କର୍ତ୍ତୃତ୍ଵ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆହୁରି, ବୃକ୍ଷର ମୂଳ-ଗଣ୍ଡି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ୱର୍ଗ ହିଁ କର୍ତ୍ତୃତ୍ୱ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ। See the chapterପବିତ୍ର ବାଇବଲ26 “ଆଉ ବୃକ୍ଷର ମୂଳ, ଗଣ୍ତି ଛାଡ଼ିବାକୁ ଆଜ୍ଞା ଦିଆଯିବାର ଅର୍ଥ ଏହି ଯେ, ତୁମ୍ଭେ ପୁଣି ତୁମ୍ଭର ରାଜ୍ୟ ଫେରି ପାଇବ, କିନ୍ତୁ ତୁମ୍ଭେ ନିଶ୍ଚିତ ଅନୁଭବ କରିବା ଉଚିତ୍ ଯେ, ସର୍ବୋପରିସ୍ଥ ପରମେଶ୍ୱର ରାଜ୍ୟରେ ଶାସନ କରନ୍ତି। See the chapter |