ଦାନିୟେଲ 7:13 - ଓଡିଆ ବାଇବେଲ13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ। See the chapterପବିତ୍ର ବାଇବଲ (Re-edited) - (BSI)13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ ଓ ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ। See the chapterପବିତ୍ର ବାଇବଲ13 “ଆଉ ମୁଁ ରାତ୍ରିରେ ଦର୍ଶନରେ ଦେଖିଲି, ମନୁଷ୍ୟ ସଦୃଶ କେହି ଆକାଶରେ ମେଘରେ ଆସିଲେ। ଏବଂ ସେ ଆକାଶର ମେଘଖଣ୍ତ ଉପରେ ସେହି ବୃଦ୍ଧଙ୍କ ନିକଟକୁ ଆସିଲେ ଓ ସେମାନେ ତାଙ୍କୁ ତାହାଙ୍କ ଛାମୁକୁ ଆଣିଲେ। See the chapter |