ଦାନିୟେଲ 7:6 - ଓଡିଆ ବାଇବେଲ6 ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା। See the chapterପବିତ୍ର ବାଇବଲ (Re-edited) - (BSI)6 ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା; ଆଉ, ତାହାକୁ କର୍ତ୍ତୃତ୍ଵ ଦିଆଗଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା। See the chapterପବିତ୍ର ବାଇବଲ6 “ଏହା ପରେ ମୁଁ ତୃତୀୟ ପଶୁକୁ ଦେଖିଲି, ସେ ଚିତାବାଘ ସଦୃଶ ଥିଲା। ତା'ର ପୃଷ୍ଠ ଭାଗରେ ପକ୍ଷୀର ଗ୍ଭରି ଡେଣା ଥିଲା। ଆଉ ମଧ୍ୟ ତାହାର ଗ୍ଭରି ମସ୍ତକ ଥିଲା ଓ ତାକୁ ଶାସନ କରିବାକୁ ଅଧିକାର ଦିଆଗଲା। See the chapter |