ଦାନିୟେଲ 8:18 - ଓଡିଆ ବାଇବେଲ18 ସେ ମୋତେ କଥା କହୁ କହୁ ମୁଁ ଭୂମି ଆଡ଼େ ମୁଖ କରି ଘୋର ନିଦ୍ରାଗ୍ରସ୍ତ ହେଲି; ମାତ୍ର ସେ ସ୍ପର୍ଶ କରି ମୋତେ ଠିଆ କରାଇଲେ। See the chapterପବିତ୍ର ବାଇବଲ (Re-edited) - (BSI)18 ସେ ମୋତେ କଥା କହୁ କହୁ ମୁଁ ଭୂମି ଆଡ଼େ ମୁଖ କରି ଘୋର ନିଦ୍ରାଗ୍ରସ୍ତ ହେଲି; ମାତ୍ର ସେ ସ୍ପର୍ଶ କରି ମୋତେ ଠିଆ କରାଇଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେ ମୋତେ କଥା କହୁ କହୁ ମୁଁ ଭୂମି ଆଡ଼େ ମୁଖ କରି ଘୋର ନିଦ୍ରାଗ୍ରସ୍ତ ହେଲି; ମାତ୍ର ସେ ସ୍ପର୍ଶ କରି ମୋତେ ଠିଆ କରାଇଲେ। See the chapterପବିତ୍ର ବାଇବଲ18 ସେ ମୋତେ କହିଲା ବେଳେ ମୁଁ ଭୂମିରେ ମୁହଁ ମାଡ଼ି ଗଭୀର ନିଦ୍ରାରେ ଶୋଇଗଲି, ମାତ୍ର ସେ ମୋତେ ସ୍ପର୍ଶ କରି ଠିଆ କରାଇଲେ। See the chapter |