ଦାନିୟେଲ 8:22 - ଓଡିଆ ବାଇବେଲ22 ଆଉ, ଯେଉଁ ଶୃଙ୍ଗ ଭଗ୍ନ ହୋଇ ତହିଁର ସ୍ଥାନରେ ଯେ ଚାରି ଶୃଙ୍ଗ ଉତ୍ପନ୍ନ ହେଲା, ଏଥିରେ ସେହି ଦେଶୀୟମାନଙ୍କ ମଧ୍ୟରୁ ଚାରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ପରାକ୍ରମରେ ତାହାର ତୁଲ୍ୟ ନୋହିବ। See the chapterପବିତ୍ର ବାଇବଲ (Re-edited) - (BSI)22 ଆଉ, ଯେଉଁ ଶୃଙ୍ଗ ଭଗ୍ନ ହୋଇ ତହିଁର ସ୍ଥାନରେ ଯେ ଚାରି ଶୃଙ୍ଗ ଉତ୍ପନ୍ନ ହେଲା, ଏଥିରେ ସେହି ଦେଶୀୟମାନଙ୍କ ମଧ୍ୟରୁ ଚାରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ପରାକ୍ରମରେ ତାହାର ତୁଲ୍ୟ ନୋହିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ, ଯେଉଁ ଶୃଙ୍ଗ ଭଗ୍ନ ହୋଇ ତହିଁର ସ୍ଥାନରେ ଯେ ଚାରି ଶୃଙ୍ଗ ଉତ୍ପନ୍ନ ହେଲା, ଏଥିରେ ସେହି ଦେଶୀୟମାନଙ୍କ ମଧ୍ୟରୁ ଚାରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ପରାକ୍ରମରେ ତାହାର ତୁଲ୍ୟ ନୋହିବ। See the chapterପବିତ୍ର ବାଇବଲ22 ଆଉ ଯେଉଁ ଶିଙ୍ଗ ଭଗ୍ନ ହୋଇ ସେ ସ୍ଥାନରେ ଗ୍ଭରିଶିଙ୍ଗ ଉତ୍ପନ୍ନ ହେଲା, ଏଥିରୁ ସେହି ଦେଶୀୟମାନଙ୍କ ମଧ୍ୟରୁ ଗ୍ଭରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ସେଗୁଡ଼ିକ ପ୍ରଥମ ପରି ଶକ୍ତିଶାଳୀ ହେବେ ନାହିଁ। See the chapter |