ଦାନିୟେଲ 9:13 - ଓଡିଆ ବାଇବେଲ13 ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କରି ନାହୁଁ। See the chapterପବିତ୍ର ବାଇବଲ (Re-edited) - (BSI)13 ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ବିନତି କରି ନାହୁଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କରି ନାହୁଁ। See the chapterପବିତ୍ର ବାଇବଲ13 ମୋଶାଙ୍କ ଲିଖିତ ବ୍ୟବସ୍ଥାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି। ତଥାପି ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ଭିକ୍ଷା କରି ନାହୁଁ କି ପାପରୁ ବିରତ ହୋଇ ନାହୁଁ ଓ ତାଙ୍କର ସତ୍ୟତା ପ୍ରତି ଧ୍ୟାନ ଦେଇ ନାହୁଁ। See the chapter |