ଦାନିୟେଲ 9:18 - ଓଡିଆ ବାଇବେଲ18 ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ। See the chapterପବିତ୍ର ବାଇବଲ (Re-edited) - (BSI)18 ହେ ମୋର ପରମେଶ୍ଵର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ। See the chapterପବିତ୍ର ବାଇବଲ18 ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ। ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଦୁରବସ୍ଥା ଦେଖ। ତୁମ୍ଭ ନାମରେ ଖ୍ୟାତି ଏହି ନଗର ଅବସ୍ଥା ଦେଖ। ଆମ୍ଭେମାନେ ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭକୁ ନିବେଦନ କରୁଅଛୁ। See the chapter |