ଦାନିୟେଲ 9:6 - ଓଡିଆ ବାଇବେଲ6 ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ। See the chapterପବିତ୍ର ବାଇବଲ (Re-edited) - (BSI)6 ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣ ଆମ୍ଭମାନଙ୍କର ରାଜଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପିତୃପୁରୁଷଗଣକୁ ଓ ଦେଶସ୍ଥ ଲୋକ-ସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ। See the chapterପବିତ୍ର ବାଇବଲ6 ତୁମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କ ପ୍ରତି ଆମ୍ଭେ କର୍ଣ୍ଣପାତ କରି ନାହୁଁ। ସେମାନେ ଆମ୍ଭର ରାଜାମାନଙ୍କୁ, ଆମ୍ଭର ନେତାମାନଙ୍କୁ, ଆମ୍ଭର ପିତୃପୁରୁଷଗଣଙ୍କୁ ଏବଂ ଇସ୍ରାଏଲକୁ ତୁମ୍ଭର ନାମରେ କହିଥିଲେ। See the chapter |