ଦ୍ଵିତୀୟ ବିବରଣ 9:4 - ଓଡିଆ ବାଇବେଲ4 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି; ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ। See the chapterପବିତ୍ର ବାଇବଲ (Re-edited) - (BSI)4 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି; ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, “ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି;” ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ। See the chapterପବିତ୍ର ବାଇବଲ4 “ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେଲାପରେ ତୁମ୍ଭେ ଏପରି କୁହ ନାହିଁ ଯେ, ‘ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରିବା ପାଇଁ ଏପରି କହିଛନ୍ତି।’ ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ। See the chapter |