ଉପଦେଶକ 11:9 - ଓଡିଆ ବାଇବେଲ9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ। See the chapterପବିତ୍ର ବାଇବଲ (Re-edited) - (BSI)9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ଵର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ। See the chapterପବିତ୍ର ବାଇବଲ9 ହେ ଯୁବକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦୟ ଯାହା କରିବା ପାଇଁ ତୁମ୍ଭକୁ ଆଗେଇ ନେଉଛି, ତାହା କର। ଯାହା ଗ୍ଭହୁଁଛ ତାହା କର। କିନ୍ତୁ ମନେରଖ ଯେ, ତୁମ୍ଭେମାନେ ଯାହାସବୁ କରୁଛ, ପରମେଶ୍ୱର ତା'ର ବିଗ୍ଭର କରିବେ। See the chapter |