ଉପଦେଶକ 2:9 - ଓଡିଆ ବାଇବେଲ9 ଏହିରୂପେ ମୋ’ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେହି ସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋ’ଠାରେ ରହିଲା। See the chapterପବିତ୍ର ବାଇବଲ (Re-edited) - (BSI)9 ଏହିରୂପେ ମୋʼ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋʼଠାରେ ରହିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହିରୂପେ ମୋʼ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେହି ସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋʼ ଠାରେ ରହିଲା। See the chapterପବିତ୍ର ବାଇବଲ9 ଏହିପରି ମୋ’ ପୂର୍ବେ ଯିରୁଶାଲମରେ ଯେଉଁମାନେ ଥିଲେ, ସେ ସମସ୍ତଙ୍କ ଅପେକ୍ଷା ଶକ୍ତିଶାଳୀ ଧନୀ ହେଲି। ମୋର ଜ୍ଞାନ ଏହିସବୁରେ ମୋତେ ସାହାଯ୍ୟ କଲା। See the chapter |