ଉପଦେଶକ 3:22 - ଓଡିଆ ବାଇବେଲ22 ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ ? See the chapterପବିତ୍ର ବାଇବଲ (Re-edited) - (BSI)22 ଏହେତୁ ମନୁଷ୍ୟ ସ୍ଵକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ଉତ୍ତାରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ? See the chapterପବିତ୍ର ବାଇବଲ22 ସେଥିପାଇଁ ମୁଁ ଦେଖିଲି ଯେ, କେବଳ ନିଜ ସ୍ୱକର୍ମରେ ଆନନ୍ଦ କରିବା ବ୍ୟତୀତ ମନୁଷ୍ୟ ନିମନ୍ତେ ଅନ୍ୟ କିଛି ଭଲ ନୁହେଁ। କାରଣ ଏହା ହିଁ ତା'ର ଅଧିକାର। ଆଉ ଏହା ପରେ ଯାହା ଘଟିବ ତାହାକୁ ଦେଖିବା ପାଇଁ ତାହାକୁ କିଏ ଫେରାଇ ଆଣିପାରିବ? See the chapter |