ଉପଦେଶକ 5:15 - ଓଡିଆ ବାଇବେଲ15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ଵହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ। See the chapterପବିତ୍ର ବାଇବଲ15 ସେ ଆପଣା ମାତୃ ଗର୍ଭରୁ ଯେପରି ଆସିଥିଲା, ସେପରି ଉଲଗ୍ନ ହୋଇ ଫେରିଯିବ। ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ନେଇଯାଇ ପାରିବ ନାହିଁ, ଏପରି କିଛି ସଙ୍ଗେ ନେବ ନାହିଁ। See the chapter |