ଉପଦେଶକ 5:16 - ଓଡିଆ ବାଇବେଲ16 ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ ? See the chapterପବିତ୍ର ବାଇବଲ (Re-edited) - (BSI)16 ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ଵରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ? See the chapterପବିତ୍ର ବାଇବଲ16 ତାହା ଅତ୍ୟନ୍ତ ଦୁଃଖ ଦାୟକ। ସେ ପୃଥିବୀରୁ ଫେରିବ ଠିକ୍ ଯେପରି ଆସିଥିଲା। “ଏବଂ ସେ କଠିନ ପରିଶ୍ରମ କରି ପବନକୁ ଧରିବା ପାଇଁ ଚେଷ୍ଟା କରି କ’ଣ ପାଇଛି?” See the chapter |