ଏଫିସୀୟ 2:6 - ଓଡିଆ ବାଇବେଲ6 ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି, See the chapterପବିତ୍ର ବାଇବଲ (Re-edited) - (BSI)6 ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ଵର୍ଗରେ ଉପବେଶନ କରାଇ ଅଛନ୍ତି, See the chapterପବିତ୍ର ବାଇବଲ (CL) NT (BSI)6 ଖ୍ରୀଷ୍ଟ ଯୀଶୁଙ୍କ ସହିତ ଏକ ହେବା ଦ୍ୱାରା ତାଙ୍କ ସହିତ ସ୍ୱର୍ଗରେ କର୍ତ୍ତୃତ୍ୱ କରିବା ପାଇଁ ସେ ଆମ୍ଭମାନଙ୍କୁ ମଧ୍ୟ ଉତ୍ଥିତ କରିଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି, See the chapterପବିତ୍ର ବାଇବଲ6 ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ତୁମ୍ଭେମାନେ ପରିତ୍ରାଣ ପାଇଅଛ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବାରୁ ପରମେଶ୍ୱର ଆମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନରୁତ୍ଥିତ କଲେ ଓ ତାହାଙ୍କ ସହିତ ସ୍ୱର୍ଗୀୟ ସ୍ଥାନରେ ବସାଇ ଅଛନ୍ତି। See the chapter |