Online Bible

- Advertisements -




ଏଫିସୀୟ 5:21 - ଓଡିଆ ବାଇବେଲ

21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂୂତ ହୁଅ ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପର ବଶୀଭୂତ ହୁଅ।

See the chapter Copy

ପବିତ୍ର ବାଇବଲ (CL) NT (BSI)

21 ଖ୍ରୀଷ୍ଟଙ୍କ ପ୍ରତି ତୁମ୍ଭମାନଙ୍କର ଭକ୍ତି ଥିବାରୁ ତୁମ୍ଭେମାନେ ପରସ୍ପରର ବଶବର୍ତ୍ତୀ ହୁଅ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ।

See the chapter Copy

ପବିତ୍ର ବାଇବଲ

21 ପରସ୍ପର ପ୍ରତି ବାଧ୍ୟ ହେବା ପାଇଁ ଇଚ୍ଛୁକ ହୁଅ। ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସମ୍ମାନ କରୁଥିବାରୁ ଏହା କର।

See the chapter Copy




ଏଫିସୀୟ 5:21

Follow us:

Advertisements


Advertisements