ଏଷ୍ଟର 2:2 - ଓଡିଆ ବାଇବେଲ2 ତେଣୁ ରାଜାଙ୍କ ସେବାକାରୀ ଭୃତ୍ୟମାନେ ତାହାଙ୍କୁ କହିଲେ, “ମହାରାଜାଙ୍କ ପାଇଁ ସୁନ୍ଦରୀ ଯୁବତୀ କନ୍ୟାଗଣର ଅନ୍ଵେଷଣ କରାଯାଉ। See the chapterପବିତ୍ର ବାଇବଲ (Re-edited) - (BSI)2 ତେଣୁ ରାଜାର ସେବାକାରୀ ଭୃତ୍ୟମାନେ ତାହାକୁ କହିଲେ, ମହାରାଜଙ୍କ ପାଇଁ ସୁନ୍ଦରୀ ଯୁବତୀ କନ୍ୟାଗଣର ଅନ୍ଵେଷଣ କରାଯାଉ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତେଣୁ ରାଜାଙ୍କ ସେବାକାରୀ ଭୃତ୍ୟମାନେ ତାହାଙ୍କୁ କହିଲେ, “ମହାରାଜାଙ୍କ ପାଇଁ ସୁନ୍ଦରୀ ଯୁବତୀ କନ୍ୟାଗଣର ଅନ୍ଵେଷଣ କରାଯାଉ। See the chapterପବିତ୍ର ବାଇବଲ2 ତେଣୁ ରାଜାର ସେବାକାରୀ ଭୃତ୍ୟମାନେ ତାହାକୁ କହିଲେ, “ମହାରାଜାଙ୍କ ପାଇଁ ସୁନ୍ଦରୀ ଯୁବତୀ କନ୍ୟାଗଣର ଅନ୍ୱେଷଣ କରାଯାଉ। See the chapter |