ଏଷ୍ଟର 2:4 - ଓଡିଆ ବାଇବେଲ4 ତହିଁ ଉତ୍ତାରୁ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟିକାରିଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ; ଏହି କଥାରେ ରାଜାଙ୍କ ସନ୍ତୋଷ ହୁଅନ୍ତେ, ସେ ସେପରି କଲେ। See the chapterପବିତ୍ର ବାଇବଲ (Re-edited) - (BSI)4 ତହିଁ ଉତ୍ତାରୁ ଯେଉଁ କନ୍ୟା ମହାରାଜଙ୍କର ତୁଷ୍ଟିକାରିଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ; ଏହି କଥାରେ ରାଜାର ସନ୍ତୋଷ ହୁଅନ୍ତେ, ସେ ସେପରି କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁ ଉତ୍ତାରେ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟିକାରିଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ;” ଏହି କଥାରେ ରାଜାଙ୍କ ସନ୍ତୋଷ ହୁଅନ୍ତେ, ସେ ସେପରି କଲେ। See the chapterପବିତ୍ର ବାଇବଲ4 ଏହା ପରେ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟୀକାରୀଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ।” ଏହି କଥାରେ ରାଜା ସନ୍ତୋଷ ହେବାରୁ ସେ ଏପରି କଲା। See the chapter |