ଏଷ୍ଟର 7:2 - ଓଡିଆ ବାଇବେଲ2 ରାଜା ସେହି ଦ୍ୱିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ ପୁନର୍ବାର କହିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ।” See the chapterପବିତ୍ର ବାଇବଲ (Re-edited) - (BSI)2 ରାଜା ସେହି ଦ୍ଵିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରକୁ ପୁନର୍ବାର କହିଲା, ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ରାଜା ସେହି ଦ୍ୱିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ ପୁନର୍ବାର କହିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ।” See the chapterପବିତ୍ର ବାଇବଲ2 ସେହି ଦ୍ୱିତୀୟ ଦିନ ରାଜା ଦ୍ରାକ୍ଷାରସ ପାନକରିବା ବେଳେ ଏଷ୍ଟରକୁ ପୁନର୍ବାର କହିଲେ, “ରାଣୀ ଏଷ୍ଟର! ତୁମ୍ଭର ନିବେଦନ କ’ଣ? ତାହା ତୁମ୍ଭକୁ ଦିଆଯିବ। ତୁମ୍ଭର ଇଚ୍ଛା କ’ଣ? ତହା ମୋର ଅର୍ଦ୍ଧେକ ରାଜ୍ୟ ହେଲେ ହେଁ ମୁଁ ତାହା ତୁମ୍ଭକୁ ଦେବି।” See the chapter |