ଏଷ୍ଟର 8:2 - ଓଡିଆ ବାଇବେଲ2 ଏଥିରେ ରାଜା ହାମନ୍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲେ, ତାହା କାଢ଼ି ମର୍ଦ୍ଦଖୟଙ୍କୁ ଦେଲେ, ପୁଣି ଏଷ୍ଟର ହାମନ୍ର ଗୃହ ଉପରେ ମର୍ଦ୍ଦଖୟଙ୍କୁ ନିଯୁକ୍ତ କଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ଏଥିରେ ରାଜା ହାମନ୍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲା, ତାହା କାଢ଼ି ମର୍ଦ୍ଦଖୟକୁ ଦେଲା, ପୁଣି ଏଷ୍ଟର ହାମନ୍ର ଗୃହ ଉପରେ ମର୍ଦ୍ଦଖୟକୁ ନିଯୁକ୍ତ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ ରାଜା ହାମନ୍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲେ, ତାହା କାଢ଼ି ମର୍ଦ୍ଦଖୟଙ୍କୁ ଦେଲେ, ପୁଣି ଏଷ୍ଟର ହାମନ୍ର ଗୃହ ଉପରେ ମର୍ଦ୍ଦଖୟଙ୍କୁ ନିଯୁକ୍ତ କଲେ। See the chapterପବିତ୍ର ବାଇବଲ2 ଏଥିରେ ରାଜା ହାମନ୍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲା, ତାହା କାଢ଼ି ମର୍ଦ୍ଦଖୟକୁ ଦେଲା ଏବଂ ଏଷ୍ଟର ହାମନ୍ର ଗୃହ ଉପରେ ମର୍ଦ୍ଦଖୟକୁ ନିଯୁକ୍ତ କଲା। See the chapter |