ଯାତ୍ରା ପୁସ୍ତକ 2:2 - ଓଡିଆ ବାଇବେଲ2 ତହୁଁ ସେ ସ୍ତ୍ରୀ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କଲେ; ପୁଣି, ବାଳକକୁ ଅତି ସୁନ୍ଦର ଦେଖି ସେ ତାକୁ ତିନ ମାସ ଯାଏ ଗୋପନରେ ରଖିଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ତହୁଁ ସେ ସ୍ତ୍ରୀ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କଲା; ପୁଣି ବାଳକକୁ ଅତି ସୁନ୍ଦର ଦେଖି ସେ ତାକୁ ତିନ ମାସ ଯାଏ ଗୋପନରେ ରଖିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହୁଁ ସେ ସ୍ତ୍ରୀ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କଲା; ପୁଣି, ବାଳକକୁ ଅତି ସୁନ୍ଦର ଦେଖି ସେ ତାକୁ ତିନି ମାସ ଯାଏ ଗୋପନରେ ରଖିଲା। See the chapterପବିତ୍ର ବାଇବଲ2 ସେହି ସ୍ତ୍ରୀଲୋକ ଗର୍ଭବତୀ ହୋଇ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ତାଙ୍କ ମାତା ଦେଖିଲେ ତାଙ୍କର ସେହି ପୁତ୍ର ବହୁତ ସୁନ୍ଦର ହୋଇଛି। ତେଣୁ ସେ ତାକୁ ତିନି ମାସ କାଳ ଲୁଗ୍ଭଇ ରଖିଲେ। See the chapter |