ଯାତ୍ରା ପୁସ୍ତକ 2:9 - ଓଡିଆ ବାଇବେଲ9 ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋ’ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା। See the chapterପବିତ୍ର ବାଇବଲ (Re-edited) - (BSI)9 ତେବେ ଫାରୋଙ୍କର କନ୍ୟା ତାହାକୁ କହିଲା, ତୁମ୍ଭେ ଏ ବାଳକକୁ ନେଇ ମୋʼ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବର୍ତ୍ତନ ଦେବି; ତହିଁରେ ସେ ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋʼ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା। See the chapterପବିତ୍ର ବାଇବଲ9 ରାଜାଙ୍କର ଝିଅ ସେହି ମା’ଟିକୁ କହିଲେ, “ଏହି ଶିଶୁଟିକୁ ନିଅ ଏବଂ ମୋ’ ପାଇଁ ତାକୁ ଲାଳନ ପାଳନ କର, ଏଥିପାଇଁ ମୁଁ ତୁମ୍ଭକୁ ପାରିଶ୍ରମିକ ଦେବି।” ତେଣୁ ସେହି ସ୍ତ୍ରୀ ଲୋକଟି ଶିଶୁଟିକୁ ନେଲା ଏବଂ ତାକୁ ଲାଳନ ପାଳନ କଲା। See the chapter |