ଯାତ୍ରା ପୁସ୍ତକ 3:2 - ଓଡିଆ ବାଇବେଲ2 ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନି ଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)2 ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ଵଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ। See the chapterପବିତ୍ର ବାଇବଲ2 ସେହି ପର୍ବତରେ, ମୋଶା ଦେଖିଲେ ସଦାପ୍ରଭୁଙ୍କର ଦୂତ ଏକ ଜ୍ୱଳନ୍ତା ବୁଦା ମଧ୍ୟରେ ଥିଲେ। ମୋଶା ଦେଖିଲେ, ବୁଦାରେ ଅଗ୍ନି ଲାଗି ଥିଲେ ମଧ୍ୟ ତାହା ଧ୍ୱଂସ ହେଉ ନ ଥିଲା। See the chapter |