ଆଦି ପୁସ୍ତକ 2:16 - ଓଡିଆ ବାଇବେଲ16 ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର, See the chapterପବିତ୍ର ବାଇବଲ (Re-edited) - (BSI)16 ସଦାପ୍ରଭୁ ପରମେଶ୍ଵର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ଵଚ୍ଛନ୍ଦରେ ଭୋଜନ କରି ପାର, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରିପାର, See the chapterପବିତ୍ର ବାଇବଲ16 ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଏହି ନିର୍ଦ୍ଦେଶ ଦେଲେ ଏବଂ କହିଲେ, “ତୁମ୍ଭେ ଉଦ୍ୟାନର ଯେକୌଣସି ଗଛର ଫଳ ଖାଇ ପାରିବ। See the chapter |