Online Bible

- Advertisements -




ଆଦି ପୁସ୍ତକ 3:7 - ଓଡିଆ ବାଇବେଲ

7 ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।

See the chapter Copy

ପବିତ୍ର ବାଇବଲ

7 ସେମାନଙ୍କର ଚକ୍ଷୁ ପ୍ରସନ୍ନ ହେଲା ଏବଂ ସେମାନେ ଜାଣି ପାରିଲେ ଯେ, ସେମାନେ ଉଲଗ୍ନ। ତେଣୁ ସେମାନେ କିଛି ଡିମ୍ବିରି ବୃକ୍ଷର ପତ୍ର ସଂଗ୍ରହ କରି ତାକୁ ସିଇଁ ବସ୍ତ୍ର ଭାବରେ ଗ୍ରହଣ କଲେ।

See the chapter Copy




ଆଦି ପୁସ୍ତକ 3:7

Follow us:

Advertisements


Advertisements