ଆଦି ପୁସ୍ତକ 30:2 - ଓଡିଆ ବାଇବେଲ2 ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କ’ଣ ପରମେଶ୍ୱରଙ୍କର ପ୍ରତିନିଧି ? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)2 ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଵଳିତ ହେଲା; ପୁଣି ସେ କହିଲା, ମୁଁ କʼଣ ପରମେଶ୍ଵରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇନାହାନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।” See the chapterପବିତ୍ର ବାଇବଲ2 ଯାକୁବ ରାହେଲ ଉପରେ କ୍ରୋଧ କଲେ। ସେ କହିଲେ, “ମୁଁ ପରମେଶ୍ୱର ନୁହେଁ। କେବଳ ପରମେଶ୍ୱର ହିଁ ତୁମ୍ଭକୁ ସନ୍ତାନ ଦେଇ ପାରିବେ।” See the chapter |