ଆଦି ପୁସ୍ତକ 32:2 - ଓଡିଆ ବାଇବେଲ2 ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ; ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା।” See the chapterପବିତ୍ର ବାଇବଲ (Re-edited) - (BSI)2 ସେତେବେଳେ ଯାକୁବ ସେମାନଙ୍କୁ ଦେଖି କହିଲା, ଏମାନେ ପରମେଶ୍ଵରଙ୍କ ଦଳ; ଏଣୁକରି ସେହି ସ୍ଥାନର ନାମ ମହନୟିମ୍ (ଦୁଇ ଦଳ) ରଖିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ;” ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା। See the chapterପବିତ୍ର ବାଇବଲ2 ଯେତେବେଳେ ଯାକୁବ ସେମାନଙ୍କୁ ଦେଖିଲେ, ସେ କହିଲେ, “ଏହା ହେଉଛି ପରମେଶ୍ୱରଙ୍କର ଛାଉଣି” ତେଣୁ ଯାକୁବ ସେହି ସ୍ଥାନର ନାମ ମହନୟିମ୍ ରଖିଲେ। See the chapter |