ଆଦି ପୁସ୍ତକ 34:2 - ଓଡିଆ ବାଇବେଲ2 ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି, ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା। See the chapterପବିତ୍ର ବାଇବଲ (Re-edited) - (BSI)2 ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି, ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା। See the chapterପବିତ୍ର ବାଇବଲ2 ସେହି ଦେଶର ରାଜା ଥିଲେ ହମୋର। ତାଙ୍କର ପୁତ୍ର ଶିଖିମ ଦୀଣାକୁ ଦେଖିଲା। ଶିଖିମ ଦୀଣାକୁ ବଳପୂର୍ବକ ନେଇଗଲା ଏବଂ ତାକୁ ଧର୍ଷଣ କଲା। See the chapter |