ଏବ୍ରୀ 7:4 - ଓଡିଆ ବାଇବେଲ4 ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ । See the chapterପବିତ୍ର ବାଇବଲ (Re-edited) - (BSI)4 ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ସର୍ବୋତ୍କୃଷ୍ଟ ଲୁଟିତ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ। See the chapterପବିତ୍ର ବାଇବଲ (CL) NT (BSI)4 ତେଣୁ ଚିନ୍ତା କର, ସେ କେଡ଼େ ମହାନ୍। ଆମ୍ଭମାନଙ୍କର ବିଖ୍ୟାତ ପୂର୍ବପୁରୁଷ ଅବ୍ରାହାମ ଯୁଦ୍ଧଲବ୍ଧ ଧନର ଏକ ଦଶମାଂଶ ତାଙ୍କୁ ଦାନ କରିଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ। See the chapterପବିତ୍ର ବାଇବଲ4 ମଲ୍କୀଷେଦକ କେତେ ମହାନ୍ ବ୍ୟକ୍ତି, ଭାବି ଦେଖ। ମହାନ ପିତା ଅବ୍ରହାମ ଯୁଦ୍ଧରେ ଯାହାକିଛି ଜିତି ଥିଲେ ତା'ର ଏକ ଦଶମାଂଶ ମଲ୍କୀଷେଦକଙ୍କୁ ଦେଲେ। See the chapter |