ଯିଶାଇୟ 2:2 - ଓଡିଆ ବାଇବେଲ2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। See the chapterପବିତ୍ର ବାଇବଲ (Re-edited) - (BSI)2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ,ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। See the chapterପବିତ୍ର ବାଇବଲ2 ଶେଷ ଦିନରେ ଏହା ହିଁ ଘଟିବ। ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖରରେ ହେବ। ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧ୍ୟରେ ଉଚ୍ଚତର ହେବ। ସମସ୍ତ ଗୋଷ୍ଠୀର ଲୋକମାନେ ସ୍ରୋତ ସଦୃଶ ସେଠାକୁ ଧାବିତ ହେବେ। See the chapter |