ଯିଶାଇୟ 2:4 - ଓଡିଆ ବାଇବେଲ4 ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)4 ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ଵନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ଼୍ଗ ଭାଙ୍ଗି ନଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦା ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ଼୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ। See the chapterପବିତ୍ର ବାଇବଲ4 ତା'ପରେ ପରମେଶ୍ୱର ସମଗ୍ର ମାନବ ଗୋଷ୍ଠୀର ବିଗ୍ଭରକ ହେବେ। ଅନେକ ଗୋଷ୍ଠୀ ବିଷୟରେ ପରମେଶ୍ୱର ଶେଷ ନିଷ୍ପତ୍ତି ଦେବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ବ୍ୟବହାର କରିବେ ନାହିଁ। ସେମାନେ ଖଡ଼୍ଗରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛାରେ ଦାଆ ତିଆରି କରିବେ। ସେମାନେ ଅନ୍ୟ ବିରୁଦ୍ଧରେ ଆଉ ଯୁଦ୍ଧ କରିବେ ନାହିଁ। ସେମାନେ କେବେ ଆଉ ଯୁଦ୍ଧ ପାଇଁ ତାଲିମ ନେବେ ନାହିଁ। See the chapter |