ଯାକୁବଙ୍କ ପତ୍ର 2:10 - ଓଡିଆ ବାଇବେଲ10 କାରଣ ଯେ କେହି ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ । See the chapterପବିତ୍ର ବାଇବଲ (Re-edited) - (BSI)10 କାରଣ ଯେକେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ତନୀୟ ହୁଏ। See the chapterପବିତ୍ର ବାଇବଲ (CL) NT (BSI)10 ଯେ ଗୋଟିଏ ଆଜ୍ଞା ଲଘଂନ କର, ସେ ସମସ୍ତ ଆଜ୍ଞ ଲଘଂନ ଅପରାଧରେେ ଦୋଷୀ ହୁଏ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଯେ କେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ। See the chapterପବିତ୍ର ବାଇବଲ10 ଜଣେ ଲୋକ ହୁଏତ ପରମେଶ୍ୱରଙ୍କ ସବୁ ବ୍ୟବସ୍ଥା ପାଳନ କରୁଥାଇପାରେ, କିନ୍ତୁ ସେ ଯଦି ଗୋଟିଏ ଆଜ୍ଞାର ଅବାଧ୍ୟ ହୁଏ, ତା'ହେଲେ ସେ ବ୍ୟବସ୍ଥାର ସମସ୍ତ ଆଜ୍ଞା ଭଙ୍ଗ କରିବା ଦୋଷରେ ଦୋଷୀ ହୁଏ। See the chapter |