ଯାକୁବଙ୍କ ପତ୍ର 2:2 - ଓଡିଆ ବାଇବେଲ2 କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ, See the chapterପବିତ୍ର ବାଇବଲ (Re-edited) - (BSI)2 କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ, See the chapterପବିତ୍ର ବାଇବଲ (CL) NT (BSI)2 ମନେକର, ତୁମ ସଭାକୁ ଜଣେ ସୁନା ମୁଦି ଓ ମୂଲ୍ୟବାନ ବସ୍ତ୍ର ପିଦ୍ଧି ଆସିଛି। ଅନ୍ୟ ଜଣେ ମଳିନ ଓ ଛିନ୍ନ ବସ୍ତ୍ର ପିଦ୍ଧି ଆସିଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ, See the chapterପବିତ୍ର ବାଇବଲ2 ମନେକର, ଜଣେ ଲୋକ ଖୁବ୍ ଦାମିକା ସୁନ୍ଦର ଲୁଗାପଟା ଓ ସୁନା ମୁଦି ପିନ୍ଧି ତୁମ୍ଭର ସଭାକୁ ଆସେ ଓ ଅନ୍ୟ ଗରିବ ଲୋକ ଜଣେ ମଇଳା ପୁରୁଣା ଲୁଗା ପିନ୍ଧି ସେତିକିବେଳେ ଆସେ। See the chapter |