ଯାକୁବଙ୍କ ପତ୍ର 2:4 - ଓଡିଆ ବାଇବେଲ4 କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କ'ଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ ? See the chapterପବିତ୍ର ବାଇବଲ (Re-edited) - (BSI)4 କିମ୍ଵା ମୋହର ଗୋଡ଼ ତଳେ ବସ୍, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ? See the chapterପବିତ୍ର ବାଇବଲ (CL) NT (BSI)4 ତାହାହେଲେ, ନିଜ ନିଜ ମଧ୍ୟରେ ଉଚ୍ଚ ନୀଚ ଭାବ ସୃଷ୍ଟି କରୁଛ ଏବଂ ଅସତ୍ ମନୋଭାବ ରଖି ପ’ପାତ ବିଚାର କରୁଛ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ? See the chapterପବିତ୍ର ବାଇବଲ4 ତୁମ୍ଭେ ଏ କ’ଣ କରୁଛ? ଏହା ଦ୍ୱାରା ତୁମ୍ଭେ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱ ପ୍ରଦାନ କରୁଛ! ମନ୍ଦ ଅଭିପ୍ରାୟ ରଖି ତୁମ୍ଭେ ନିର୍ଣ୍ଣୟ କରୁଛ ଯେ, କେଉଁ ଲୋକଟି ଅଧିକ ଭଲ। See the chapter |