ଯାକୁବଙ୍କ ପତ୍ର 3:9 - ଓଡିଆ ବାଇବେଲ9 ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ୱରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ; See the chapterପବିତ୍ର ବାଇବଲ (Re-edited) - (BSI)9 ତଦ୍ଦ୍ଵାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ଦ୍ଵାରା ଈଶ୍ଵରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ; See the chapterପବିତ୍ର ବାଇବଲ (CL) NT (BSI)9 ଆମେ ଜିହ୍ୱା ଦ୍ୱାରା ପ୍ରଭୁ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦେଉ। ପୁଣି ଏହି ଜିହ୍ୱା ଦ୍ୱାରା ଈଶ୍ୱରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ମଓ୍ୟ ଦେଉ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ବରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ; See the chapterପବିତ୍ର ବାଇବଲ9 ଏହି ଜିହ୍ୱା ଦ୍ୱାରା ଆମ୍ଭେ ଆମ୍ଭ ପ୍ରଭୁ ଓ ପିତାଙ୍କ ଗୁଣଗାନ କରୁ, କିନ୍ତୁ ତା'ପରେ ପରମେଶ୍ୱର ଯେଉଁ ଲୋକମାନଙ୍କୁ ନିଜ ସାଦୃଶ୍ୟରେ ତିଆରି କରିଛନ୍ତି, ସେହି ଲୋକମାନଙ୍କୁ ଅଭିଶାପ ଦେଉ। See the chapter |