ଯାକୁବଙ୍କ ପତ୍ର 5:7 - ଓଡିଆ ବାଇବେଲ7 ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ । ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ । See the chapterପବିତ୍ର ବାଇବଲ (Re-edited) - (BSI)7 ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ। See the chapterପବିତ୍ର ବାଇବଲ (CL) NT (BSI)7 ହେ ଭାଇମାନେ, ପ୍ରଭୁଙ୍କର ପୁନରାଗମନ ପଯ୍ୟନ୍ତ ଧୈର୍ଯ୍ୟ ଧର। ଦେଖ, କୃଷକ କିପରି ତା’ କ୍ଷେତରେ ବହୁମୂଲ୍ୟ ଫସଲ ଉତ୍ପନ୍ନ କରିବା ପାଇଁ ଧେର୍ଯ୍ୟ ସହକାରେ ପ୍ରଥମ ଓ ଶେଷ ବର୍ଷାକୁ ଅପେକ୍ଷା କରେ! See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ। See the chapterପବିତ୍ର ବାଇବଲ7 ଭାଇ ଓ ଭଉଣୀମାନେ, ଧୈର୍ଯ୍ୟ ରଖ, ପ୍ରଭୁ ଯୀଶୁ ଆସିବେ। ସେହି ସମୟ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। See the chapter |