ଯାକୁବଙ୍କ ପତ୍ର 5:9 - ଓଡିଆ ବାଇବେଲ9 ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥି ନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି । See the chapterପବିତ୍ର ବାଇବଲ (Re-edited) - (BSI)9 ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ତପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ଵାର ନିକଟରେ ଦଣ୍ତାୟମାନ ହୋଇଅଛନ୍ତି। See the chapterପବିତ୍ର ବାଇବଲ (CL) NT (BSI)9 ଭାଇମାନେ, ପରସ୍ପରର ଦୋଷ ଧର ନାହିଁ, ତାହାହେଲେ ଈଶ୍ୱର ତୁମର ବିଚାର କରିବେ ନାହିଁ। ଦେଖ! ମହାବିଚାରକର୍ତ୍ତା ଦ୍ୱାରା ନିକଟେ ଉପସ୍ଥିତ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି। See the chapterପବିତ୍ର ବାଇବଲ9 ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଗ୍ଭରିତ ହେବ। ବିଗ୍ଭରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି। See the chapter |