ଯିରିମୀୟ 1:3 - ଓଡିଆ ବାଇବେଲ3 ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟଙ୍କର ରାଜତ୍ୱର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା। See the chapterପବିତ୍ର ବାଇବଲ (Re-edited) - (BSI)3 ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟଙ୍କର ରାଜତ୍ଵର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା। See the chapterପବିତ୍ର ବାଇବଲ3 ଯେତେବେଳେ ଯୋଶିୟଙ୍କ ପୁତ୍ର ଯିହୋୟାକୀମ୍ ଯିହୁଦାର ରାଜା ଥିଲେ, ଯୋଶିୟଙ୍କ ପୁତ୍ର ଯିହୁଦାର ରାଜା ସିଦିକିୟଙ୍କ ରାଜତ୍ୱର ଏକାଦଶ ବର୍ଷ ପଞ୍ଚମ ମାସରେ ଓ ଯିରୁଶାଲମକୁ ନିର୍ବାସିତ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ସେହି ବାକ୍ୟ ଯିରିମିୟଙ୍କୁ ଦେଲେ। See the chapter |