ଯିରିମୀୟ 10:23 - ଓଡିଆ ବାଇବେଲ23 ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦ ବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ। See the chapterପବିତ୍ର ବାଇବଲ (Re-edited) - (BSI)23 ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁନ୍ତ ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ। See the chapterପବିତ୍ର ବାଇବଲ23 ହେ ସଦାପ୍ରଭୁ, ମୁଁ ଜାଣେ, ମନୁଷ୍ୟ ତା'ର ନିଜର ଭାଗ୍ୟକୁ ନିୟନ୍ତ୍ରଣ କରି ପାରିବ ନାହିଁ। ସେ କହିପାରେ ନାହିଁ, ତା’ ପାଇଁ କ’ଣ ଘଟିବ। ସେ ପ୍ରକୃତ ନ୍ୟାୟ ଓ ଧର୍ମରେ ବଞ୍ଚିବା ଜାଣୁ ନାହିଁ। See the chapter |