ଯିରିମୀୟ 10:24 - ଓଡିଆ ବାଇବେଲ24 ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର; କ୍ରୋଧରେ ତାହା ନ କର, କଲେ ତୁମ୍ଭେ ମୋତେ ବିନାଶ କରିବ। See the chapterପବିତ୍ର ବାଇବଲ (Re-edited) - (BSI)24 ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର; କ୍ରୋଧରେ ତାହା ନ କର, କଲେ ତୁମ୍ଭେ ମୋତେ ବିନାଶ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର; କ୍ରୋଧରେ ତାହା ନ କର, କଲେ ତୁମ୍ଭେ ମୋତେ ବିନାଶ କରିବ। See the chapterପବିତ୍ର ବାଇବଲ24 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ଦମନ କର। ମାତ୍ର ସୁବିବେଚନାରେ ତାହା କର। କ୍ରୋଧରେ ତାହା କର ନାହିଁ, ଯଦି ତୁମ୍ଭେ ଏପରି କର ତେବେ ଆମ୍ଭେ ଧ୍ୱଂସ ହୋଇଯିବୁ। See the chapter |