ଯିରିମୀୟ 11:13 - ଓଡିଆ ବାଇବେଲ13 କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।” See the chapterପବିତ୍ର ବାଇବଲ (Re-edited) - (BSI)13 କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ। See the chapterପବିତ୍ର ବାଇବଲ13 “ହେ ଯିହୁଦାର ଲୋକମାନେ, ତୁମ୍ଭମାନଙ୍କର ମୂର୍ତ୍ତିମାନଙ୍କର ସଂଖ୍ୟା ସେଠାରେ ଅଧିବାସୀମାନଙ୍କ ସହିତ ସମାନ। ଯିରୁଶାଲମର ରାଜପଥଗୁଡ଼ିକର ସଂଖ୍ୟା ପରି, ତୁମ୍ଭେମାନେ ବହୁତ ବେଦି ନିର୍ମାଣ କଲ, ବାଲ୍ ନିମନ୍ତେ ସୁଗନ୍ଧି ଧୂପ ଜଳାଇବା ପାଇଁ। See the chapter |