ଯିରିମୀୟ 12:1 - ଓଡିଆ ବାଇବେଲ1 ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥା’ନ୍ତି ? See the chapterପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ଵାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତିଣ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତି? See the chapterପବିତ୍ର ବାଇବଲ1 ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ବିପକ୍ଷରେ ଅଭିଯୋଗ ଆଣେ, ତୁମ୍ଭେ ସର୍ବଦା ଉଚିତ୍ ଅଟ, କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧରେ ମୁଁ ପ୍ରତିବାଦ କରିବି। ଦୁଷ୍ଟ ଲୋକମାନେ କାହିଁକି କୃତକାର୍ଯ୍ୟ ହୁଅନ୍ତି? ଅତି ବିଶ୍ୱାସଘାତକ କାହିଁକି ନିରାପଦରେ ରହନ୍ତି? See the chapter |