ଯିରିମୀୟ 12:5 - ଓଡିଆ ବାଇବେଲ5 ଯଦି ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳାନ୍ତ କରିଅଛନ୍ତି, ଯଦି ତୁମ୍ଭେ ଅଶ୍ୱଗଣ ସଙ୍ଗରେ କିପରି ପଣ କରି ପାରିବ ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କଅଣ କରିବ ? See the chapterପବିତ୍ର ବାଇବଲ (Re-edited) - (BSI)5 ଯେବେ ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳା; କରିଅଛନ୍ତି, ତେବେ ତୁମ୍ଭେ ଅଶ୍ଵଗଣ ସଙ୍ଗରେ କିପରି ପଣ କରି ପାରିବ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ-ସ୍ଥାନରେ ତୁମ୍ଭେ କଅଣ କରିବ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ଯଦି ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳାନ୍ତ କରିଅଛନ୍ତି, ଯଦି ତୁମ୍ଭେ ଅଶ୍ୱଗଣ ସଙ୍ଗରେ କିପରି ପଣ କରି ପାରିବ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କଅଣ କରିବ? See the chapterପବିତ୍ର ବାଇବଲ5 “ହେ ଯିରିମିୟ ତୁମ୍ଭେ ଯଦି ପଦାତିକମାନଙ୍କ ପଛରେ ଦୌଡ଼ି କ୍ଳାନ୍ତ ହୋଇପଡ଼ିଛ, ତେବେ ଅଶ୍ୱମାନଙ୍କ ସହିତ କିପରି ଋଣ କରି ପାରିବ? ତୁମ୍ଭେ ଯଦି ଶାନ୍ତି ଦେଶରେ ବିବ୍ରତ ହେଉଛ, ତେବେ ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କ’ଣ କରିବ? See the chapter |