ଯିରିମୀୟ 13:20 - ଓଡିଆ ବାଇବେଲ20 ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ ? See the chapterପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେମାନେ ଚକ୍ଷୁ ମେଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ? See the chapterପବିତ୍ର ବାଇବଲ20 ହେ ଯିରୁଶାଲମ, ତୁମ୍ଭେମାନେ ଉତ୍ତର ଦିଗରୁ ଆସୁଥିବା ଲୋକମାନଙ୍କୁ ଚକ୍ଷୁ ମେଲି ଦେଖ, ତୁମ୍ଭକୁ ଯେଉଁ, ସୁନ୍ଦର ପଲ ଦତ୍ତ ହୋଇଥିଲା, ତୁମ୍ଭର ସେ ପଲ କାହିଁ? See the chapter |