ଯିରିମୀୟ 13:22 - ଓଡିଆ ବାଇବେଲ22 ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋ’ ପ୍ରତି ଏପରି ଦଶା କାହିଁକି ଘଟିଲା ? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି। See the chapterପବିତ୍ର ବାଇବଲ (Re-edited) - (BSI)22 ପୁଣି ଯେବେ ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠା ଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି। See the chapterପବିତ୍ର ବାଇବଲ22 ଯଦି ତୁମ୍ଭେ ନିଜକୁ ପଗ୍ଭରିବ, “ଏହି ଦଶା ମୋ’ ପ୍ରତି କାହିଁକି ଘଟିଲା,” ତେବେ ଉତ୍ତରରେ କୁହାଯିବ ତୁମ୍ଭର ପାପ ଅଧିକ ହେବା ଯୋଗୁଁ ଏହା ହେଲା। ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ପାଦକୁ କଷ୍ଟ ଦିଆଯାଇଅଛି। See the chapter |